STATE NEWS ‘ମା ପାଇଁ ଗଛଟିଏ’ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି happylivingodisha@gmail.com Sep 17, 2025 0 ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦୀଜୀ ଯେଉଁ ‘ଏକ୍ ପେଡ୍ ମା କେ ନାମ୍’ ବା ‘ମା ପାଇଁ ଗଛଟିଏ’ ଅଭିଯାନ ଆରମ୍ଭ କରିଛନ୍ତି, ତାହା ଦ୍ୱାରା ଜନ୍ମଦାତ୍ରୀ ମାତା ଓ ଧରିତ୍ରୀ ମାତା ପ୍ରତି ଆମେ ଆମର ମୌଳିକ ଦାୟିତ୍ୱ ପ୍ରତି ସଚେତନ ହୋଇପାରିଛୁ ଏବଂ ଆଜି ଏହା ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଆଜି ମୋଦୀଜୀଙ୍କ ୭୫ତମ ଜନ୍ମଦିନରେ ଓଡ଼ିଶାବାସୀ ୭୫ ଲକ୍ଷ ଗଛ ଲଗାଇ ତାଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱର ସ୍ଥିତ ଏକାମ୍ର ମହାବିଦ୍ୟାଳୟ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ‘ଏକ୍ ପେଡ୍ ମା କେ ନାମ୍’ କାର୍ଯ୍ୟକ୍ରମରେ ଯୋଗଦେଇ ବୃକ୍ଷରୋପଣ କରିଥିଲେ। Happy Living Odisha
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
STATE NEWS ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ happylivingodisha@gmail.com Jun 21, 2026
STATE NEWS ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ happylivingodisha@gmail.com Jun 21, 2026
STATE NEWS ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ happylivingodisha@gmail.com Jun 21, 2026
STATE NEWS ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Jun 11, 2026
STATE NEWS ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସମୂହ ଦୀପଦାନ happylivingodisha@gmail.com Jun 11, 2026
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
Leave a Reply