STATE NEWS ଗଛ ଲଗାଇ ଅଭିଯାନର ଶୁଭାରମ୍ଭ କରିଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ happylivingodisha@gmail.com Sep 17, 2025 0 “ଏକ ପେଡ୍ ମା କେ ନାମ” ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ଏହି ଅଭିଯାନରେ ଓଡିଶା ପୋଲିସ ସାମିଲ ହୋଇଛି । ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଖୋର୍ଦ୍ଧାସ୍ଥିତ ଷଷ୍ଠ ଆଇଆରବିଏନ ପରିସରରେ ଗଛ ଲଗାଇ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହା ସହ ପ୍ରତି ଜିଲ୍ଲା ଏବଂ ବାଟାଲିୟନ ପରିସରରେ ଗଛଟିଏ ଲଗାଇ ଏକ ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାର ହେବାକୁ ବରିଷ୍ଠ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲା ଏସପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୩ ଲକ୍ଷ ଚାରାରୋପଣ କରାଯାଇ ପ୍ରକୃତି ଉଦ୍ଦେଶ୍ୟରେ ସମର୍ପଣ କରାଯାଇଛି। Happy Living Odisha
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ happylivingodisha@gmail.com Apr 1, 2026
STATE NEWS ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆଗାମୀ ୧୦ ବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ମୂଲ୍ୟବୋଧ ଆଧାରିତ ‘ ବିକଶିତ ଓଡ଼ିଶା’ ଗଠନ ପାଇଁ ସାମୁହିକ ପ୍ରୟାସ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Apr 1, 2026
STATE NEWS ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସଂପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରୁଛନ୍ତି happylivingodisha@gmail.com Mar 30, 2026
STATE NEWS ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ happylivingodisha@gmail.com Mar 30, 2026
STATE NEWS ଜଟଣୀ ବାସୀଙ୍କ ପାଇଁ 18 କୋଟିର ପାନୀୟ ଜଳ ପ୍ରକଳ୍ପ ଉପହାର happylivingodisha@gmail.com Mar 20, 2026
STATE NEWS ମଜବୁତ ହେଉଛି ବିଜେପି, ପଦ୍ମ ଧରିଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା happylivingodisha@gmail.com Mar 11, 2026
STATE NEWS ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ ଙ୍କ ସହ ବିଧାନସଭାସଭା ପରିଭ୍ରମଣରେ ଆସିଥିବା ୟୁନିଭରସିଟି ଲ କଲେଜ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଅଛନ୍ତି l happylivingodisha@gmail.com Mar 10, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.

Leave a Reply