STATE NEWS ଖୁବ ଶୀଘ୍ର ହେବ ପରୀକ୍ଷା ମୂଳକ ଧାଡି ଦର୍ଶନ ବ୍ୟବସ୍ଥା happylivingodisha@gmail.com Sep 18, 2025 0 ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା – ଶ୍ରୀମନ୍ଦିର ହୁଣ୍ଡି ସ୍ଥାନାନ୍ତରଣକୁ ମିଳିଲା ଅନୁମତି – ଖୁବ ଶୀଘ୍ର ହେବ ପରୀକ୍ଷା ମୂଳକ ଧାଡି ଦର୍ଶନ ବ୍ୟବସ୍ଥା – ସେପ୍ଟେମ୍ବର ୨୩ରେ ରତ୍ନଭଣ୍ଡାର ଭିତରକୁ ଯିବ ଅଳଙ୍କାର ଭର୍ତ୍ତି ସିନ୍ଧୁକ ଭୁବନେଶ୍ୱର, ୧୭. ୦୯. ୨୦୨୫- ଶ୍ରୀମନ୍ଦିର ପରିଚାଳନା ନେଇ ଦୁଇଟି ବଡ଼ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତିଯେ ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛି । ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ ହୋଇପାରୁନଥିଲା । ତେଣୁ ହୁଣ୍ଡି ସ୍ଥାନାନ୍ତରଣ ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳ ନିଯୋଗମାନଙ୍କ ସହ ଆଲୋଚନା ପରେ ହୁଣ୍ଡି କେଉଁଠିକୁ ସ୍ଥାନାନ୍ତର ହେବ ସେଥିନେଇ ନିଷ୍ପତ୍ତି ନେବେ । ଏହା ପରେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି । ଏଥି ସହିତ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସ୍ୱରୂପ ଚଳିତ ସେପ୍ଟେମ୍ବର ୨୩ ତାରିଖରେ ଅଳଙ୍କାର ଭର୍ତ୍ତି ସିନ୍ଧୁକକୁ ରତ୍ନଭଣ୍ଡାର ଭିତରକୁ ନିଆଯିବ । ଶ୍ରୀମନ୍ଦିର ପ୍ରଶାସନ ଓ ଉଚ୍ଚସ୍ତରୀୟ କମିଟିର ଉପସ୍ଥିତିରେ ସିନ୍ଧୁକ ଗୁଡିକୁ ରତ୍ନଭଣ୍ଡାର ଭିତରକୁ ନିଆଯିବ ବୋଲି ଆଜି ରତ୍ନଭଣ୍ଡାର ସବକମିଟିର ଆଲୋଚନା କ୍ରମେ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । Happy Living Odisha
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ happylivingodisha@gmail.com Apr 1, 2026
STATE NEWS ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆଗାମୀ ୧୦ ବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ମୂଲ୍ୟବୋଧ ଆଧାରିତ ‘ ବିକଶିତ ଓଡ଼ିଶା’ ଗଠନ ପାଇଁ ସାମୁହିକ ପ୍ରୟାସ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Apr 1, 2026
STATE NEWS ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସଂପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରୁଛନ୍ତି happylivingodisha@gmail.com Mar 30, 2026
STATE NEWS ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ happylivingodisha@gmail.com Mar 30, 2026
STATE NEWS ଜଟଣୀ ବାସୀଙ୍କ ପାଇଁ 18 କୋଟିର ପାନୀୟ ଜଳ ପ୍ରକଳ୍ପ ଉପହାର happylivingodisha@gmail.com Mar 20, 2026
STATE NEWS ମଜବୁତ ହେଉଛି ବିଜେପି, ପଦ୍ମ ଧରିଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା happylivingodisha@gmail.com Mar 11, 2026
STATE NEWS ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ ଙ୍କ ସହ ବିଧାନସଭାସଭା ପରିଭ୍ରମଣରେ ଆସିଥିବା ୟୁନିଭରସିଟି ଲ କଲେଜ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଅଛନ୍ତି l happylivingodisha@gmail.com Mar 10, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.

Leave a Reply