STATE NEWS ବିଧାନସଭାର ଅଧିବେଶନ ଆରମ୍ଭ, ଶୋକ ପରେ ମୁଲତବୀ happylivingodisha@gmail.com Sep 18, 2025 0 ଭୁବନେଶ୍ୱର : (HAPPY LIVING ODISHA) ସପ୍ତଦଶ ବିଧାନସଭାର ଅଧିବେଶନ ଆରମ୍ଭ, ଶୋକ ପରେ ମୁଲତବୀ ସଭାର ଚତୁର୍ଥ ତଥା ମୌସୁମୀ ଅଧିବେଶନ ଗୁରୁବାରରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଗୃହରେ ଅଧ୍ୟକ୍ଷତା କରିବାକୁ ବାଚସ୍ପତି ସୁରମା ପାଢ଼ୀ ପହଂଚିବା ପରେ ରାଜ୍ୟ ସଶସ୍ତ୍ର ପୋଲିସ ବାହିନୀ ପକ୍ଷରୁ ପୋଲିସ ବାଦ୍ୟ ଧୁନରେ ଅଭିବାଦନ ଜଣାଇବା ପରେ ଗୃହ ଭିତରେ ଜାତୀୟ ସଂଗୀତ ଗାନ କରାଯାଇଥିଲା। ପରେ ଶୋକ ପ୍ରସ୍ତାବ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଗୃହର ଆସୀନ ସଦସ୍ୟ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ରାଷ୍ଟ୍ର ମନ୍ତ୍ରୀ ବଭିୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂବର୍ତନ ସଦସ୍ୟ ପ୍ରସନ୍ନ ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ ଭଞ୍ଜ, ମହମ୍ମଦ ରଫିକ ପ୍ରମୁଖ ପୂର୍ବତନ ସଦସ୍ୟ ଓ ଓଡିଶା ପୋଲିସ ଏବଂ ଆଇ ଆର ବାଟାଲିୟନର ଦିବଂଗତ ସଦସ୍ୟ ମାନଙ୍କ ଗୁଣାବଳୀ ବର୍ଣ୍ଣନା କରି ଶୋକ ବ୍ୟକ୍ତ କରିଥିଲେ। ଗୃହର ଶ୍ରଦ୍ଧାଞ୍ଜଳି ଜଣାଇ ଦେବାକୁ ବାଚସ୍ପତିଙ୍କୁ ଅନୁରୋଧ କରିଥିଲେ। ଗୃହ ନେତାଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତ।ବକୁ ସମଥର୍ନ କରି ଗହୃ ରେ ମୁଖ୍ୟ ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟ ,କଂଗେସ୍ର ପକ୍ଷରୁ ବିଧିାୟକ ଦଳ ନେତା ରାମଚନ୍ଦ୍ର କାଡାମ ପ୍ରମୁଖ ଶୋକ ପାଠ ଓ ସମ୍ପକ୍ତୃ ପରିବାର ପ୍ରତି ସମବେଦନା ଗହୃ ମାଧ୍ୟମରେ ଜଣାଇଥିଲେ। ବାଚସ୍ପତି ଶ୍ରୀମତୀ ପାଢୀ଼ ଶୋକ ପସ୍ତାବରେ ଅଂଶ ଗହ୍ରଣ କରି ଦିବଂଗତ ସଦସ୍ୟ ମାନଙ୍କ ଜୀବନ କାଳରେ କରିଥିବା ଭଲ କାମଗୁଡିକର ସ୍ମୃତି ଚାରଣ କରଥିଲେ। ଗହୃର ଶ୍ରଦ୍ଧାଞ୍ଜଳି ଶୋକ ସନ୍ତପ୍ତ ପରିବାରକୁ ଜଣାଇଦଆଯିବ ବୋଲି ବାଚସ୍ପତି କହିଥିଲେ। ପରେ ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। Happy Living Odisha
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
STATE NEWS ମହାଶିବରାତ୍ରି ଅବସରରେ ରାଜ୍ୟପାଳଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନ happylivingodisha@gmail.com Feb 15, 2026
STATE NEWS ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରାରେ ଭକ୍ତଙ୍କ ଭିଡ । happylivingodisha@gmail.com Feb 15, 2026
STATE NEWS ସମସ୍ତ ଆଧୁନିକ ସୁବିଧା ସହିତ ଗୁଣାତ୍ମକ ଶିକ୍ଷାର ଏକ ମଡେଲ ଭାବରେ ଏହି ସ୍କୁଲ ବିକଶିତ ହେବ – ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 15, 2026
STATE NEWS ପିଏମଏୱାଇ ଜରିଆରେ ଓଡ଼ିଶାର ଜଣେ ଗରିମା ଶ୍ରମିକଙ୍କ ଜୀବନରେ ପରିବର୍ତ୍ତନ happylivingodisha@gmail.com Feb 15, 2026
STATE NEWS ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 14, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
SPORTS ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ happylivingodisha@gmail.com Feb 16, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
Leave a Reply