STATE NEWS ବିଧାନସଭାର ଅଧିବେଶନ ଆରମ୍ଭ, ଶୋକ ପରେ ମୁଲତବୀ happylivingodisha@gmail.com Sep 18, 2025 0 ଭୁବନେଶ୍ୱର : (HAPPY LIVING ODISHA) ସପ୍ତଦଶ ବିଧାନସଭାର ଅଧିବେଶନ ଆରମ୍ଭ, ଶୋକ ପରେ ମୁଲତବୀ ସଭାର ଚତୁର୍ଥ ତଥା ମୌସୁମୀ ଅଧିବେଶନ ଗୁରୁବାରରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଗୃହରେ ଅଧ୍ୟକ୍ଷତା କରିବାକୁ ବାଚସ୍ପତି ସୁରମା ପାଢ଼ୀ ପହଂଚିବା ପରେ ରାଜ୍ୟ ସଶସ୍ତ୍ର ପୋଲିସ ବାହିନୀ ପକ୍ଷରୁ ପୋଲିସ ବାଦ୍ୟ ଧୁନରେ ଅଭିବାଦନ ଜଣାଇବା ପରେ ଗୃହ ଭିତରେ ଜାତୀୟ ସଂଗୀତ ଗାନ କରାଯାଇଥିଲା। ପରେ ଶୋକ ପ୍ରସ୍ତାବ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଗୃହର ଆସୀନ ସଦସ୍ୟ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ରାଷ୍ଟ୍ର ମନ୍ତ୍ରୀ ବଭିୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂବର୍ତନ ସଦସ୍ୟ ପ୍ରସନ୍ନ ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ ଭଞ୍ଜ, ମହମ୍ମଦ ରଫିକ ପ୍ରମୁଖ ପୂର୍ବତନ ସଦସ୍ୟ ଓ ଓଡିଶା ପୋଲିସ ଏବଂ ଆଇ ଆର ବାଟାଲିୟନର ଦିବଂଗତ ସଦସ୍ୟ ମାନଙ୍କ ଗୁଣାବଳୀ ବର୍ଣ୍ଣନା କରି ଶୋକ ବ୍ୟକ୍ତ କରିଥିଲେ। ଗୃହର ଶ୍ରଦ୍ଧାଞ୍ଜଳି ଜଣାଇ ଦେବାକୁ ବାଚସ୍ପତିଙ୍କୁ ଅନୁରୋଧ କରିଥିଲେ। ଗୃହ ନେତାଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତ।ବକୁ ସମଥର୍ନ କରି ଗହୃ ରେ ମୁଖ୍ୟ ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟ ,କଂଗେସ୍ର ପକ୍ଷରୁ ବିଧିାୟକ ଦଳ ନେତା ରାମଚନ୍ଦ୍ର କାଡାମ ପ୍ରମୁଖ ଶୋକ ପାଠ ଓ ସମ୍ପକ୍ତୃ ପରିବାର ପ୍ରତି ସମବେଦନା ଗହୃ ମାଧ୍ୟମରେ ଜଣାଇଥିଲେ। ବାଚସ୍ପତି ଶ୍ରୀମତୀ ପାଢୀ଼ ଶୋକ ପସ୍ତାବରେ ଅଂଶ ଗହ୍ରଣ କରି ଦିବଂଗତ ସଦସ୍ୟ ମାନଙ୍କ ଜୀବନ କାଳରେ କରିଥିବା ଭଲ କାମଗୁଡିକର ସ୍ମୃତି ଚାରଣ କରଥିଲେ। ଗହୃର ଶ୍ରଦ୍ଧାଞ୍ଜଳି ଶୋକ ସନ୍ତପ୍ତ ପରିବାରକୁ ଜଣାଇଦଆଯିବ ବୋଲି ବାଚସ୍ପତି କହିଥିଲେ। ପରେ ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। Happy Living Odisha
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
STATE NEWS *ବଜ୍ରପାତ ମୃତ୍ୟୁ ଓ କ୍ଷୟକ୍ଷତି ରୋକିବାକୁ ଓଡ଼ିଶାରେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି* happylivingodisha@gmail.com Oct 16, 2026
STATE NEWS *ଐତିହାସିକ ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭୁବନେଶ୍ୱରରେ ଭବ୍ୟ ସମ୍ବର୍ଦ୍ଧନା* happylivingodisha@gmail.com Oct 16, 2026
STATE NEWS ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା happylivingodisha@gmail.com Oct 16, 2026
STATE NEWS ‘ରାଜନୈତିକ ପ୍ରତିରୋଧ’ ନାମରେ ଅରାଜକତା ସୃଷ୍ଟି ପ୍ରଚେଷ୍ଟା: happylivingodisha@gmail.com Oct 16, 2026
STATE NEWS ଜୟ ଶ୍ରୀରାମ କ୍ଲବ ବଲଡିହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ happylivingodisha@gmail.com Oct 16, 2026
STATE NEWS *ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା* happylivingodisha@gmail.com Oct 15, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
Leave a Reply