STATE NEWS ଭୁବନେଶ୍ୱର ନୂଆ ରେଳପଥ ପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ happylivingodisha@gmail.com Sep 20, 2025 0 କୋଣାର୍କ – ଭୁବନେଶ୍ୱର ନୂଆ ରେଳପଥ ପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ ଭୁବନେଶ୍ଵର, ତା ୨୦/୦୯/୨୦୨୫ରିଖ (HAPPY LIVING ODISHA) ବହୁ ପ୍ରତିକ୍ଷିତ କୋଣାର୍କ – ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଛି । ଏହି ଉପଲବ୍ଧି ପାଇଁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଚିଠି ମାଧ୍ୟମରେ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବକୁ ଧନ୍ୟବାଦ ଜ୍ଞାପନ କରିବା ସହିତ ଏହି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ । ଏହା ଦ୍ୱାରା ନିମାପଡା ଓ ଗୋପ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀର ବିକାଶ ହେବା ସହ ଆଞ୍ଚଳିକ ପରିବହନ ଓ ଯୋଗାଯୋଗ ମଧ୍ୟ ସୁଗମ ହୋଇପାରିବ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଚିଠିରେ ଉଲ୍ଲେଖ କରିଥିଲେ। ଏହି ଚିଠିର ଉତ୍ତର ଦେଇ ରେଳ ମନ୍ତ୍ରାଳୟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ କୋଣାର୍କ ଭୁବନେଶ୍ୱର ରେଳପଥର ଡିଟେଲଡ଼ ପ୍ରୋଜେକ୍ଟ ରିପୋର୍ଟ ପାଇଁ ଗୋପ ଓ ନିମାପଡାରେ ଫାଇନାଲ ଲୋକେଶନ ସର୍ଭେ ପାଇଁ ମଞ୍ଜୁରୀ ଦେଇଛନ୍ତି ।ଏହି ମଞ୍ଜୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଙ୍କୁ ଅନେକ ଅନେକ କୃତଜ୍ଞତା ଜ୍ଞାପନ କରିଛନ୍ତି। Happy Living Odisha
STATE NEWS ଧାମନଗରରେ ବିଧାୟକ ମେଧା ସମ୍ମାନ କାର୍ଯ୍ୟକ୍ରମର ଶୁଭାରମ୍ଭ happylivingodisha@gmail.com Dec 24, 2025
STATE NEWS ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ happylivingodisha@gmail.com Dec 24, 2025
STATE NEWS ଚତୁର୍ଥ ତଟବର୍ତ୍ତୀ ସୁରକ୍ଷା ସମୟ ସମିତି ସମ୍ପର୍କିତ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ happylivingodisha@gmail.com Dec 24, 2025
STATE NEWS ନୂଆବର୍ଷ ଲାଗି ସୁରକ୍ଷା ବୈଠକ, ପାଟ୍ରୋଲିଂ ଜୋରଦାର ନିର୍ଦ୍ଦେଶ happylivingodisha@gmail.com Dec 21, 2025
STATE NEWS ୩୬ ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ମଣିପୁରୀ ଓ ଓଡିଶୀ happylivingodisha@gmail.com Dec 21, 2025
STATE NEWS ଶୈଳବାଳା ମହିଳା ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ମାଣ ହେବ ମଧୁବାବୁ ସ୍ମାରକୀ ସଂଗ୍ରହାଳୟ happylivingodisha@gmail.com Dec 21, 2025
STATE NEWS ନିଶା ଦ୍ରବ୍ୟ ଚୋରା ଚାଲାଣକାରୀଙ୍କ ବିରୁଦ୍ଧରେ ସରକାରୀ ରେଳବାଇ ଥାନା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ happylivingodisha@gmail.com Dec 20, 2025
STATE NEWS ସ୍ୱାଭିମାନୀ ନେତା ପ୍ରଶାନ୍ତ ମହାପାତ୍ରଙ୍କ ସ୍ମୃତି ସଭା ଲଢୁଆ ନେତା ଥିଲେ ପ୍ରଶାନ୍ତ ମହାପାତ୍ର happylivingodisha@gmail.com Dec 20, 2025
STATE NEWS ମନୋରଞ୍ଜନ ସହ ସାମାଜିକ ବାର୍ତ୍ତା ପ୍ରଦାନ କରେ କଣ୍ଢେଇ ନାଟ: ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ happylivingodisha@gmail.com Dec 20, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.

Leave a Reply