STATE NEWS ଅର୍ଜୁନ ପୁରସ୍କାରପ୍ରାପ୍ତ କ୍ରୀଡ଼ାବିତ ବିଜୟ ଶତପଥିଙ୍କ ବିୟୋଗରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଶୋକବାର୍ତ୍ତା happylivingodisha@gmail.com Sep 23, 2025 0 ବିଶିଷ୍ଟ କ୍ରୀଡ଼ାବିତ ତଥା ଭାରୋତ୍ତୋଳକ ବିଜୟ ଶତପଥିଙ୍କ ବିୟୋଗରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, “ଅର୍ଜୁନ ପୁରସ୍କାରପ୍ରାପ୍ତ ଭାରୋତ୍ତୋଳକ ବିଜୟ ଶତପଥିଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ଠାରୁ ଆରମ୍ଭ କରି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାମାନଙ୍କରେ ଭାରୋତ୍ତଳନରେ ପଦକ ଜିତି ବିଜୟ ଶତପଥି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିଲେ। ବିଜୟ ଶତପଥିଙ୍କ ବିୟୋଗ ରାଜ୍ୟ କ୍ରୀଡ଼ା ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜ୍ଞାପନ କରୁଛି।” Happy Living Odisha bijay satpathybjphappylivingodishaIndianpoliticianSuryabanshiSuraj
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
STATE NEWS ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି happylivingodisha@gmail.com Sep 25, 2025
STATE NEWS ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି happylivingodisha@gmail.com Sep 25, 2025
EDUCATION & HEALTH STATE NEWS ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠକ ଓ ପାଠିକାମାନଙ୍କ ନିମନ୍ତେ ବକ୍ତୃତା ପ୍ରତିଯୋଗିତାର ଆୟୋଜନ happylivingodisha@gmail.com Sep 25, 2025
STATE NEWS ଅକ୍ଟୋବର ୨ ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ସ୍ୱତନ୍ତ୍ର ନିଶା ନିବାରଣ ଅଭିଯାନ happylivingodisha@gmail.com Sep 23, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
EDUCATION & HEALTH ପ୍ରଭାତ ଫେରି ମାଧ୍ୟମରେ ଯୋଗ ପ୍ରତି ସଚେତନତାର ବାର୍ତ୍ତା happylivingodisha@gmail.com Sep 27, 2025
POLITICAL NEWS ଝାରସୁଗୁଡ଼ାରେ ଆୟୋଜିତ ହୋଇଥିବା ଯୁବ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ happylivingodisha@gmail.com Sep 27, 2025
SPORTS ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ happylivingodisha@gmail.com Sep 26, 2025
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
Leave a Reply