PRGI REGD NO : ORORI/25/A1991

Advertisement

ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ବାଲେଶ୍ୱର ସଦର ବ୍ଲକ୍‌ର ଛାନୁଆଁ ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ବାଲେଶ୍ୱର ସଦର ବ୍ଲକ୍‌ର ଛାନୁଆଁ ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ସେ ବନ୍ୟା ଆଶ୍ରୟସ୍ଥଳରେ ଆଶ୍ରୟ ନେଇଥିବା ଜନସାଧାରଣଙ୍କୁ ଭେଟି ସେମାନଙ୍କ ସୁବିଧା, ସୁରକ୍ଷା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଛନ୍ତି।

Happy Living Odisha

Leave a Reply

Your email address will not be published. Required fields are marked *