POLITICAL NEWS ଯଦି ଦଳ ଠିକ ନ ଚାଲେ ଦଳଠୁ ଦୂରେଇ ଯିବି: ପ୍ରଫୁଲ୍ଲ ମଲ୍ଲିକ happylivingodisha@gmail.com Sep 11, 2025 0 ଯଦି ଦଳ ଠିକ ନ ଚାଲେ ଦଳଠୁ ଦୂରେଇ ଯିବି: ପ୍ରଫୁଲ୍ଲ ମଲ୍ଲିକ ଭୁବନେଶ୍ୱର: ଦୀର୍ଘଦିନ ପରେ ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ମୁଁହ ଖୋଲିଛନ୍ତି। ସେ କହିଛନ୍ତି ଏବେ ବିଜେଡ଼ିରେ ଅଛି। କିନ୍ତୁ ପ୍ରଫୁଲ୍ଲ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି ବୋଲି ସେ ଚେତାବନୀ ଦେଇଛନ୍ତି। ବିଜେଡି ସଠିକ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନାହିଁ। ପୂର୍ବ ବିଚାର ଧାରାରେ ଦଳ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ପିଏସି, ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତି ଗ୍ରହଣ କରାଯାଇଛି। ଅନ୍ୟ ପ୍ରସ୍ତାବ ଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ବର୍ତ୍ତମାନ୍ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡ଼ିକୁ ସଠିକ ଭାବେ ଚଳାଇବାକୁ ପଡିବ ବୋଲିସେ ପରାମର୍ଶ ଦେଇଛନ୍ତି। Happy Living Odisha
POLITICAL NEWS ବିଜେଡି ପରିତ୍ୟାଗ କରି ବିଜେପିରେ ଯୋଗଦେଲେ କେନ୍ଦୁଝର ପୌରପାଳିକା ଉପାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ happylivingodisha@gmail.com Mar 30, 2026
POLITICAL NEWS ଏସ୍ସିବି ମେଡିକାଲରେ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ବିଜେପିର ଶୋକ happylivingodisha@gmail.com Mar 16, 2026
POLITICAL NEWS ନବ ନିର୍ବାଚିତ ରାଜ୍ୟସଭାର ସଦସ୍ୟ ରିଟର୍ଣ୍ଣି ଅଫିସରଙ୍କ ଠାରୁ ନିର୍ବାଚିତ ହେବାର ପ୍ରମାଣପତ୍ର ଗ୍ରହଣ କରୁଛନ୍ତି l happylivingodisha@gmail.com Mar 16, 2026
POLITICAL NEWS ନବ ନିର୍ବାଚିତ ରାଜ୍ୟସଭାର ସଦସ୍ୟ ରିଟର୍ଣ୍ଣି ଅଫିସରଙ୍କ ଠାରୁ ନିର୍ବାଚିତ ହେବାର ପ୍ରମାଣପତ୍ର ଗ୍ରହଣ କରୁଛନ୍ତି l happylivingodisha@gmail.com Mar 16, 2026
POLITICAL NEWS ଝାରସୁଗୁଡ଼ାରେ ଆୟୋଜିତ ହୋଇଥିବା ଯୁବ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ happylivingodisha@gmail.com Sep 27, 2025
POLITICAL NEWS କଂଗ୍ରେସରେ ଯୋଗଦେଲେ ବିକଳ୍ପ ଓଡିଶା ସଭାପତି କୈଳାଶ ମିଶ୍ର happylivingodisha@gmail.com Sep 13, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ happylivingodisha@gmail.com Apr 1, 2026
STATE NEWS ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆଗାମୀ ୧୦ ବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ମୂଲ୍ୟବୋଧ ଆଧାରିତ ‘ ବିକଶିତ ଓଡ଼ିଶା’ ଗଠନ ପାଇଁ ସାମୁହିକ ପ୍ରୟାସ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Apr 1, 2026
Leave a Reply