STATE NEWS ଖୁବ ଶୀଘ୍ର ହେବ ପରୀକ୍ଷା ମୂଳକ ଧାଡି ଦର୍ଶନ ବ୍ୟବସ୍ଥା happylivingodisha@gmail.com Sep 18, 2025 0 ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା – ଶ୍ରୀମନ୍ଦିର ହୁଣ୍ଡି ସ୍ଥାନାନ୍ତରଣକୁ ମିଳିଲା ଅନୁମତି – ଖୁବ ଶୀଘ୍ର ହେବ ପରୀକ୍ଷା ମୂଳକ ଧାଡି ଦର୍ଶନ ବ୍ୟବସ୍ଥା – ସେପ୍ଟେମ୍ବର ୨୩ରେ ରତ୍ନଭଣ୍ଡାର ଭିତରକୁ ଯିବ ଅଳଙ୍କାର ଭର୍ତ୍ତି ସିନ୍ଧୁକ ଭୁବନେଶ୍ୱର, ୧୭. ୦୯. ୨୦୨୫- ଶ୍ରୀମନ୍ଦିର ପରିଚାଳନା ନେଇ ଦୁଇଟି ବଡ଼ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତିଯେ ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛି । ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ ହୋଇପାରୁନଥିଲା । ତେଣୁ ହୁଣ୍ଡି ସ୍ଥାନାନ୍ତରଣ ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳ ନିଯୋଗମାନଙ୍କ ସହ ଆଲୋଚନା ପରେ ହୁଣ୍ଡି କେଉଁଠିକୁ ସ୍ଥାନାନ୍ତର ହେବ ସେଥିନେଇ ନିଷ୍ପତ୍ତି ନେବେ । ଏହା ପରେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି । ଏଥି ସହିତ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସ୍ୱରୂପ ଚଳିତ ସେପ୍ଟେମ୍ବର ୨୩ ତାରିଖରେ ଅଳଙ୍କାର ଭର୍ତ୍ତି ସିନ୍ଧୁକକୁ ରତ୍ନଭଣ୍ଡାର ଭିତରକୁ ନିଆଯିବ । ଶ୍ରୀମନ୍ଦିର ପ୍ରଶାସନ ଓ ଉଚ୍ଚସ୍ତରୀୟ କମିଟିର ଉପସ୍ଥିତିରେ ସିନ୍ଧୁକ ଗୁଡିକୁ ରତ୍ନଭଣ୍ଡାର ଭିତରକୁ ନିଆଯିବ ବୋଲି ଆଜି ରତ୍ନଭଣ୍ଡାର ସବକମିଟିର ଆଲୋଚନା କ୍ରମେ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । Happy Living Odisha
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
STATE NEWS *ବଜ୍ରପାତ ମୃତ୍ୟୁ ଓ କ୍ଷୟକ୍ଷତି ରୋକିବାକୁ ଓଡ଼ିଶାରେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି* happylivingodisha@gmail.com Oct 16, 2026
STATE NEWS *ଐତିହାସିକ ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭୁବନେଶ୍ୱରରେ ଭବ୍ୟ ସମ୍ବର୍ଦ୍ଧନା* happylivingodisha@gmail.com Oct 16, 2026
STATE NEWS ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା happylivingodisha@gmail.com Oct 16, 2026
STATE NEWS ‘ରାଜନୈତିକ ପ୍ରତିରୋଧ’ ନାମରେ ଅରାଜକତା ସୃଷ୍ଟି ପ୍ରଚେଷ୍ଟା: happylivingodisha@gmail.com Oct 16, 2026
STATE NEWS ଜୟ ଶ୍ରୀରାମ କ୍ଲବ ବଲଡିହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ happylivingodisha@gmail.com Oct 16, 2026
STATE NEWS *ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା* happylivingodisha@gmail.com Oct 15, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
Leave a Reply