STATE NEWS ତୀର୍ଥଯାତ୍ରା ଯୋଜନାର ଦ୍ୱିତୀୟ ଟ୍ରେନ୍ର ଶୁଭାରମ୍ଭ happylivingodisha@gmail.com Sep 19, 2025 0 (HAPPY LIVING ODISHA) ରେଶମ ସହର ବ୍ରହ୍ମପୁରରୁ ଚଳିତ ଆର୍ଥିକ ବର୍ଷ ପାଇଁ @TourismDptt ର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ୱିତୀୟ ଟ୍ରେନ୍ର ଶୁଭାରମ୍ଭ । ଆଜି ମୋଟ ୭୭୫ ଜଣ ତୀର୍ଥଯାତ୍ରୀଙ୍କ ସହ ୨୫ ଜଣ ଏସ୍କର୍ଟ୍ ଅଧିକାରୀ ଆଜି ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଯାତ୍ରା କରିଛନ୍ତି। ବରିଷ୍ଠ ନାଗରିକମାନଙ୍କର ତୀର୍ଥଯାତ୍ରା ଅଭିଳାଷ ପୂରଣ କରୁଥିବା ଏହି ଯୋଜନା ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଭାରତ ସରକାରଙ୍କ @IRCTCofficial ସହଭାଗିତାରେ କାର୍ଯ୍ୟକାରୀ ହେଉଛି। ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡ଼ ଜିଲ୍ଲାର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ଭବ୍ୟ ସୁଯୋଗ ପ୍ରଦାନ କରାଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ଜଣାଇଥିଲେ ଓ ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଅନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ । Happy Living Odisha
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ happylivingodisha@gmail.com Apr 1, 2026
STATE NEWS ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆଗାମୀ ୧୦ ବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
STATE NEWS ମୂଲ୍ୟବୋଧ ଆଧାରିତ ‘ ବିକଶିତ ଓଡ଼ିଶା’ ଗଠନ ପାଇଁ ସାମୁହିକ ପ୍ରୟାସ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Apr 1, 2026
STATE NEWS ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସଂପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରୁଛନ୍ତି happylivingodisha@gmail.com Mar 30, 2026
STATE NEWS ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ happylivingodisha@gmail.com Mar 30, 2026
STATE NEWS ଜଟଣୀ ବାସୀଙ୍କ ପାଇଁ 18 କୋଟିର ପାନୀୟ ଜଳ ପ୍ରକଳ୍ପ ଉପହାର happylivingodisha@gmail.com Mar 20, 2026
STATE NEWS ମଜବୁତ ହେଉଛି ବିଜେପି, ପଦ୍ମ ଧରିଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା happylivingodisha@gmail.com Mar 11, 2026
STATE NEWS ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ ଙ୍କ ସହ ବିଧାନସଭାସଭା ପରିଭ୍ରମଣରେ ଆସିଥିବା ୟୁନିଭରସିଟି ଲ କଲେଜ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଅଛନ୍ତି l happylivingodisha@gmail.com Mar 10, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.

Leave a Reply