STATE NEWS ଅର୍ଜୁନ ପୁରସ୍କାରପ୍ରାପ୍ତ କ୍ରୀଡ଼ାବିତ ବିଜୟ ଶତପଥିଙ୍କ ବିୟୋଗରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଶୋକବାର୍ତ୍ତା happylivingodisha@gmail.com Sep 23, 2025 0 ବିଶିଷ୍ଟ କ୍ରୀଡ଼ାବିତ ତଥା ଭାରୋତ୍ତୋଳକ ବିଜୟ ଶତପଥିଙ୍କ ବିୟୋଗରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, “ଅର୍ଜୁନ ପୁରସ୍କାରପ୍ରାପ୍ତ ଭାରୋତ୍ତୋଳକ ବିଜୟ ଶତପଥିଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ଠାରୁ ଆରମ୍ଭ କରି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାମାନଙ୍କରେ ଭାରୋତ୍ତଳନରେ ପଦକ ଜିତି ବିଜୟ ଶତପଥି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିଲେ। ବିଜୟ ଶତପଥିଙ୍କ ବିୟୋଗ ରାଜ୍ୟ କ୍ରୀଡ଼ା ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜ୍ଞାପନ କରୁଛି।” Happy Living Odisha bijay satpathybjphappylivingodishaIndianpoliticianSuryabanshiSuraj
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
STATE NEWS ମହାଶିବରାତ୍ରି ଅବସରରେ ରାଜ୍ୟପାଳଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନ happylivingodisha@gmail.com Feb 15, 2026
STATE NEWS ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରାରେ ଭକ୍ତଙ୍କ ଭିଡ । happylivingodisha@gmail.com Feb 15, 2026
STATE NEWS ସମସ୍ତ ଆଧୁନିକ ସୁବିଧା ସହିତ ଗୁଣାତ୍ମକ ଶିକ୍ଷାର ଏକ ମଡେଲ ଭାବରେ ଏହି ସ୍କୁଲ ବିକଶିତ ହେବ – ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 15, 2026
STATE NEWS ପିଏମଏୱାଇ ଜରିଆରେ ଓଡ଼ିଶାର ଜଣେ ଗରିମା ଶ୍ରମିକଙ୍କ ଜୀବନରେ ପରିବର୍ତ୍ତନ happylivingodisha@gmail.com Feb 15, 2026
STATE NEWS ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 14, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
SPORTS ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ happylivingodisha@gmail.com Feb 16, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
Leave a Reply