STATE NEWS ଗଛ ଲଗାଇ ଅଭିଯାନର ଶୁଭାରମ୍ଭ କରିଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ happylivingodisha@gmail.com Sep 17, 2025 0 “ଏକ ପେଡ୍ ମା କେ ନାମ” ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ଏହି ଅଭିଯାନରେ ଓଡିଶା ପୋଲିସ ସାମିଲ ହୋଇଛି । ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଖୋର୍ଦ୍ଧାସ୍ଥିତ ଷଷ୍ଠ ଆଇଆରବିଏନ ପରିସରରେ ଗଛ ଲଗାଇ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହା ସହ ପ୍ରତି ଜିଲ୍ଲା ଏବଂ ବାଟାଲିୟନ ପରିସରରେ ଗଛଟିଏ ଲଗାଇ ଏକ ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାର ହେବାକୁ ବରିଷ୍ଠ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲା ଏସପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୩ ଲକ୍ଷ ଚାରାରୋପଣ କରାଯାଇ ପ୍ରକୃତି ଉଦ୍ଦେଶ୍ୟରେ ସମର୍ପଣ କରାଯାଇଛି। Happy Living Odisha
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
STATE NEWS ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି happylivingodisha@gmail.com Sep 25, 2025
STATE NEWS ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି happylivingodisha@gmail.com Sep 25, 2025
EDUCATION & HEALTH STATE NEWS ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠକ ଓ ପାଠିକାମାନଙ୍କ ନିମନ୍ତେ ବକ୍ତୃତା ପ୍ରତିଯୋଗିତାର ଆୟୋଜନ happylivingodisha@gmail.com Sep 25, 2025
STATE NEWS ଅକ୍ଟୋବର ୨ ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ସ୍ୱତନ୍ତ୍ର ନିଶା ନିବାରଣ ଅଭିଯାନ happylivingodisha@gmail.com Sep 23, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
EDUCATION & HEALTH ପ୍ରଭାତ ଫେରି ମାଧ୍ୟମରେ ଯୋଗ ପ୍ରତି ସଚେତନତାର ବାର୍ତ୍ତା happylivingodisha@gmail.com Sep 27, 2025
POLITICAL NEWS ଝାରସୁଗୁଡ଼ାରେ ଆୟୋଜିତ ହୋଇଥିବା ଯୁବ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ happylivingodisha@gmail.com Sep 27, 2025
SPORTS ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ happylivingodisha@gmail.com Sep 26, 2025
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
Leave a Reply