STATE NEWS କ୍ରୀଡ଼ା ଓ ଯୁବସେବା ବିଭାଗ ‘ଏକ ପେଡ୍ ମା’ କେ ନାମ’ ଅଭିଯାନରେ ସାମିଲ happylivingodisha@gmail.com Sep 18, 2025 0 (HAPPY LIVING ODISHA) ‘ଏକ ପେଡ୍ ମା’ କେ ନାମ -୨.୦’ ଅଭିଯାନରେ ସାମିଲ ହୋଇଛି ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ। କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ଓଡ଼ିଶା ହକି ପ୍ରମୋସନ କାଉନସିଲ ସିଇଓ ଶ୍ରୀ ଦୀପଙ୍କର ମହପାତ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ୱାଇଁ ପ୍ରମୁଖଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ଅଭିଯାନରେ ସକ୍ରିୟ ରୂପେ ଅଂଶଗ୍ରହଣ କରି ଚାରା ରୋପଣ କରିଛନ୍ତି। Happy Living Odisha
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
STATE NEWS ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି happylivingodisha@gmail.com Sep 25, 2025
STATE NEWS ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି happylivingodisha@gmail.com Sep 25, 2025
EDUCATION & HEALTH STATE NEWS ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠକ ଓ ପାଠିକାମାନଙ୍କ ନିମନ୍ତେ ବକ୍ତୃତା ପ୍ରତିଯୋଗିତାର ଆୟୋଜନ happylivingodisha@gmail.com Sep 25, 2025
STATE NEWS ଅକ୍ଟୋବର ୨ ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ସ୍ୱତନ୍ତ୍ର ନିଶା ନିବାରଣ ଅଭିଯାନ happylivingodisha@gmail.com Sep 23, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
EDUCATION & HEALTH ପ୍ରଭାତ ଫେରି ମାଧ୍ୟମରେ ଯୋଗ ପ୍ରତି ସଚେତନତାର ବାର୍ତ୍ତା happylivingodisha@gmail.com Sep 27, 2025
POLITICAL NEWS ଝାରସୁଗୁଡ଼ାରେ ଆୟୋଜିତ ହୋଇଥିବା ଯୁବ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ happylivingodisha@gmail.com Sep 27, 2025
SPORTS ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ happylivingodisha@gmail.com Sep 26, 2025
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
Leave a Reply