STATE NEWS ତୀର୍ଥଯାତ୍ରା ଯୋଜନାର ଦ୍ୱିତୀୟ ଟ୍ରେନ୍ର ଶୁଭାରମ୍ଭ happylivingodisha@gmail.com Sep 19, 2025 0 (HAPPY LIVING ODISHA) ରେଶମ ସହର ବ୍ରହ୍ମପୁରରୁ ଚଳିତ ଆର୍ଥିକ ବର୍ଷ ପାଇଁ @TourismDptt ର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ୱିତୀୟ ଟ୍ରେନ୍ର ଶୁଭାରମ୍ଭ । ଆଜି ମୋଟ ୭୭୫ ଜଣ ତୀର୍ଥଯାତ୍ରୀଙ୍କ ସହ ୨୫ ଜଣ ଏସ୍କର୍ଟ୍ ଅଧିକାରୀ ଆଜି ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଯାତ୍ରା କରିଛନ୍ତି। ବରିଷ୍ଠ ନାଗରିକମାନଙ୍କର ତୀର୍ଥଯାତ୍ରା ଅଭିଳାଷ ପୂରଣ କରୁଥିବା ଏହି ଯୋଜନା ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଭାରତ ସରକାରଙ୍କ @IRCTCofficial ସହଭାଗିତାରେ କାର୍ଯ୍ୟକାରୀ ହେଉଛି। ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡ଼ ଜିଲ୍ଲାର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ଭବ୍ୟ ସୁଯୋଗ ପ୍ରଦାନ କରାଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ଜଣାଇଥିଲେ ଓ ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଅନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ । Happy Living Odisha
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
STATE NEWS ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି happylivingodisha@gmail.com Sep 25, 2025
STATE NEWS ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି happylivingodisha@gmail.com Sep 25, 2025
EDUCATION & HEALTH STATE NEWS ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠକ ଓ ପାଠିକାମାନଙ୍କ ନିମନ୍ତେ ବକ୍ତୃତା ପ୍ରତିଯୋଗିତାର ଆୟୋଜନ happylivingodisha@gmail.com Sep 25, 2025
STATE NEWS ଅକ୍ଟୋବର ୨ ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ସ୍ୱତନ୍ତ୍ର ନିଶା ନିବାରଣ ଅଭିଯାନ happylivingodisha@gmail.com Sep 23, 2025
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
EDUCATION & HEALTH ପ୍ରଭାତ ଫେରି ମାଧ୍ୟମରେ ଯୋଗ ପ୍ରତି ସଚେତନତାର ବାର୍ତ୍ତା happylivingodisha@gmail.com Sep 27, 2025
POLITICAL NEWS ଝାରସୁଗୁଡ଼ାରେ ଆୟୋଜିତ ହୋଇଥିବା ଯୁବ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ happylivingodisha@gmail.com Sep 27, 2025
SPORTS ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ happylivingodisha@gmail.com Sep 26, 2025
STATE NEWS “ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ” happylivingodisha@gmail.com Sep 26, 2025
Leave a Reply